Galatians 5:2 — Compare Translations
7 translations compared side by side
Odia - 1840
"ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭମାନେେ ସୁନ୍ନତ ହାଇେ ବ୍ଯବସ୍ଥା ନିକଟକୁ ଫରେି ୟିବ, ତା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପାଉଲ, ଯାହା କହୁଅଛି ଶୁଣ; ତୁମ୍ଭେମାନେ ଯଦି ସୁନ୍ନତ ବିଧି ପାଳନ କର, ତା’ର ଅର୍ଥ ହେବ, ତୁମ୍ଭମାନଙ୍କ ପାଇଁ ଖ୍ରୀଷ୍ଟଙ୍କର କୌଣସି ପ୍ରୟୋଜନ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା’ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಮನ್ತಲ್ಯಾ ಮಿಯಾ ತುಮಿ ಸುನ್ನತ್ ಕರುನ್ ಘೆವ್ಕ್ ತುಮ್ಕಾಚ್ ಸೊಡುನ್ ದಿಲ್ಯಾರ್, ಕ್ರಿಸ್ತಾಕ್ನಾ ಕಾಯ್ಬಿ ಫಾಯ್ದೊ ನಾ ಮನುನ್ ಹೊಲೆ ನ್ಹಯ್.