Galatians 5:21 — Compare Translations

7 translations compared side by side

Odia - 1840
"ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପରଶ୍ରୀକାତର, ମତୁଆଳ, ରଙ୍ଗରସପ୍ରିୟ ଏବଂ ସେହି ଭଳି ଅନ୍ୟାନ୍ୟ ଦୁଷ୍କର୍ମରେ ଲିପ୍ତ ଥାଆନ୍ତି। ମୁଁ ପୂର୍ବ ପରି ବର୍ତ୍ତମାନ ମଧ୍ୟ ତୁମ୍ଭମାନଙ୍କୁ ସାବଧାନ କରି ଦେଉଛି। ଯେଉଁମାନେ ଏପରି କାର୍ଯ୍ୟସବୁ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହୋଇପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪೊಜ್ಡೆ, ಫಿದೊಡೆ, ಬುರ್ಶ್ಯಾಪಾನಾತ್ ಗರ್‍ದಿ ಕರ್‍ತಲೆ, ಅಸ್ಲಿ ಕಾಮಾ ತೆನಿ ಕರಿತ್ ರ್‍ಹಾತ್ಯಾತ್ ತೆನಿ ದೆವಾಚ್ಯಾ ರಾಜಾಚೆ ವಾರಿಸ್ದಾರ್ ನ್ಹಯ್.