Galatians 5:22 — Compare Translations

7 translations compared side by side

Odia - 1840
"ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ಆತ್ಮ್ಯಾಕ್ನಾ ಯೆತಲೆ ಫಳ್ ಕಾಯ್ ಮಟ್ಲ್ಯಾರ್, ಪ್ರೆಮ್, ಕುಶಿ, ಸಮಾಧಾನ್, ಸೊಸುನ್‍ ಘೆತಲೆ, ಬರೆಪಾನ್, ಮಜತ್, ವಿಶ್ವಾಸ್ಪಾನ್,