Galatians 5:23 — Compare Translations

6 translations compared side by side

Odia - 1840
"ଭଦ୍ରତା ଓ ଆତ୍ମ-ସଂୟମ। ଏହି ବିଷୟଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾದೆಪಾನ್, ಬರೊ ಗುನ್, ಅಪ್ನಾಕುಚ್ ಅಪ್ನಿ ಸಂಬಾಳ್ತಲೆ, ಅಸ್ಲೆ ಸಗ್ಳೆಚ್ ಹೊಯ್, ಖಾಯ್ದೊ ಹ್ಯಾ ಸಗ್ಳ್ಯಾಂಚ್ಯಾ ವಿರೊದ್ ನಾ.