Galatians 5:24 — Compare Translations

7 translations compared side by side

Odia - 1840
"ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଯୀଶୁ ଖ୍ରୀଷ୍ଟଙ୍କର, ସେମାନେ ସମସ୍ତ ଲାଳସା ଓ କାମନାସକ୍ତ ମନୁଷ୍ୟ ପ୍ରକୃତିକୁ କ୍ରୁଶବିଦ୍ଧ କରିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಕ್ರಿಸ್ತ್ ಜೆಜುಕ್ ಸಮಂದ್ ಪಡಲ್ಲೆ ಹಾತ್, ತೆನಿ ಅಪ್ನಾಚ್ಯಾ ಮಾನುಸ್ಪಾನಾಚ್ಯಾ ಸ್ವಬಾವಾಕ್ ತೆಚ್ಯಾ ಸಗ್ಳ್ಯಾ ಇಚ್ಛ್ಯಾ ಅನಿ ಆಶಾಚ್ಯಾ ವಾಂಗ್ಡಾ ಮರ್‍ನಾಕ್ ಒಪ್ಸುನ್ ದಿಲ್ಯಾನಾತ್.