Galatians 5:25 — Compare Translations

7 translations compared side by side

Odia - 1840
"ସହେି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ର ଆତ୍ମା ଆମ୍ଭମାନଙ୍କୁ ଜୀବନ ଦାନ କରି ଅଛନ୍ତି, ସେ ଆମ୍ଭମାନଙ୍କର ଜୀବନକୁ ମଧ୍ୟ ନିୟନ୍ତ୍ରଣ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮ್ಯಾನ್ ಅಮ್ಕಾ ಜಿವ್ ದಿಲ್ಲೆ ಹಾಯ್; ತೆನಿಚ್ ಅಮ್ಚೆ ಜಿವನ್ ಚಾಲ್ವುನ್ ನೆವ್ಕ್ ಪಾಜೆ.