Galatians 5:26 — Compare Translations
7 translations compared side by side
Odia - 1840
"ଆମ୍ଭେ ବୃଥାଭିମାନୀ ହବୋ ନାହିଁ। ଏକ ଆ ରକେକୁ ଅସୁବିଧା ରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଗର୍ବ କରିବା ବା ଅନ୍ୟମାନଙ୍କୁ ବିରକ୍ତ କରିବା ବା କାହାକୁ ଈର୍ଷା କରିବା ଆମର ଉଚିତ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବୃଥାଭିମାନୀ ହେବା ନାହିଁ। ଏକଆରେକକୁ ଅସୁବିଧାରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗರುಕಿ ನಾಹೊಲ್ಯಾರ್ ಕಿರಿಕಿರಿ ಕರುಚೆ ನ್ಹಯ್, ನಾಹೊಲ್ಯಾರ್ ಕುಸ್ಡೆಪಾನ್ ಕರುಚೆ ನ್ಹಯ್.