Galatians 5:3 — Compare Translations
7 translations compared side by side
Odia - 1840
"ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କହେି ସୁନ୍ନତକୁ ଗ୍ରହଣ କରିବ, ତା' ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ଯବସ୍ଥା ପାଳନ କରିବାକୁ ବାଧ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ବ୍ୟକ୍ତି ସୁନ୍ନଦ ହୁଏ, ମୁଁ ତାକୁ ପୁଣି ଥରେ ସତର୍କ କରି ଦେଉଛି ଯେ, ମୋଶାଙ୍କ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ପାଳନ କରିବା ତାହାର କର୍ତ୍ତବ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କେହି ସୁନ୍ନତକୁ ଗ୍ରହଣ କରିବ, ତା’ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ୟବସ୍ଥା ପାଳନ କରିବାକୁ ବାଧ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿಎಗ್ದಾ ಹರ್ ಎಕ್ಲ್ಯಾಕ್ ಮಿಯಾ ಉಶಾರ್ಕಿ ದಿತಾ, ಸುನ್ನತ್ ಕರುನ್ ಘೆಟಲ್ಲೊ ಹರ್ ಎಕ್ಲೊ ಮಾನುಸ್, ಸಗ್ಳೊ ಖಾಯ್ದೆ ಪಾಳ್ತಲ್ಯಾ ಮುಲಾಜಾತ್ ರ್ಹಾತಾ.