Galatians 5:4 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭମାନେେ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସହିତ ଧାର୍ମିକ ହବୋକୁ ଚେଷ୍ଟା କରୁଛ, ତା' ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହକୁ ଅଗ୍ରାହ୍ଯ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବ୍ୟବସ୍ଥା ପାଳନ ଦ୍ୱାରା ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହେବା ପାଇଁ ଚେଷ୍ଟା କରୁଛନ୍ତି, ସେମାନେ ନିଜ ନିଜକୁ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ କରିଛନ୍ତି, ସେମାନେ ଈଶ୍ୱରଙ୍କ ଅନୁଗ୍ରହର ବହିର୍ଭୂତ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା’ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದ್ಯಾಕ್ ಖಾಯ್ಲ್ ಹೊವ್ನ್ ದೆವಾಚ್ಯಾ ವಾಂಗ್ಡಾ ನಿತಿವಂತ್ ಮನುನ್ ಘೆವ್ಕ್ ಖಟ್ಪಟ್ತಲೆ ತುಮಿ, ತುಮ್ಕಾಚ್ ಕ್ರಿಸ್ತಾಕ್ನಾ ಧುರ್ ಕರುನ್ ಘೆತ್ಯಾಶಿ, ತುಮಿ ದೆವಾಚ್ಯಾ ಕುರ್ಪೆಚ್ಯಾ ಭಾಯ್ರ್ ಹಾಸಿ.