Galatians 5:6 — Compare Translations

7 translations compared side by side

Odia - 1840
"ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା’ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕ್ರಿಸ್ತ್ ಜೆಜುಚ್ಯಾ ಎಕ್ವಟ್ಟಾತ್ ಸುನ್ನತ್ ಕರಲ್ಲ್ಯಾಕ್ ಹೊಂವ್ದಿತ್, ಕರಿನಸಲ್ಲ್ಯಾಕ್ ಹೊಂವ್ದಿತ್ ಕಾಯ್ಬಿ ಅಂತರ್ ನಾ. ಫಕತ್ ಪ್ರೆಮಾಚ್ಯಾ ವೈನಾ ಕಾಮ್ ಕರ್ತಲೊ ವಿಶ್ವಾಸ್ ಎವ್ಡೊಚ್ ಲೆಕ್ಕಾತ್ ಧರುನ್ ಹೊತಾ.