Galatians 5:7 — Compare Translations
7 translations compared side by side
Odia - 1840
"ମ୍ଭମାନେେ ପ୍ରତିୟୋଗିତା ରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତବେେ ତୁମ୍ଭମାନଙ୍କୁ ସତ୍ଯପଥ ଅନୁସରଣ କରିବା ରେ ବାଧା ଦଲୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଭଲରେ ଆଗେଇ ଚାଲିଥିଲ। ସତ୍ୟପଥରେ ଚାଲିବାବେଳେ, କିଏ ତୁମ୍ଭମାନଙ୍କୁ ପ୍ରତିରୋଧ କଲା?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରତିଯୋଗିତାରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତେବେ ତୁମ୍ଭମାନଙ୍କୁ ସତ୍ୟପଥ ଅନୁସରଣ କରିବାରେ ବାଧା ଦେଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಬರೆ ಕರುನ್ ಚಲುಲ್ಯಾಸಿ! ತುಮಿ ಖರ್ಯಾಕ್ ಖಾಯ್ಲ್ ಹೊವ್ನ್ ಚಲಿನಸಿ ಸಾರ್ಕೆ ಕರಲ್ಲೊ ಕೊನ್?