Galatians 5:8 — Compare Translations

7 translations compared side by side

Odia - 1840
"ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସହେି ପ୍ରବର୍ତ୍ତନା ପରମେଶ୍ବରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ଭୁଲ୍ ବାଟରେ ଯିବାକୁ ସେ କିପରି ପ୍ରବର୍ତ୍ତାଇଲା? ତୁମ୍ଭମାନଙ୍କୁ ଆହ୍ୱାନ କରିଥିବା ଈଶ୍ୱରଙ୍କ ପକ୍ଷରୁ ଏହା ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସେହି ପ୍ରବର୍ତ୍ତନା ପରମେଶ୍ୱରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତା ଈଶ୍ବରଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸ್ಲೊ ಅಡ್ಕಳ್ ತುಮ್ಕಾ ಬಲ್ವಲ್ಲ್ಯಾಕ್ನಾ ಯೆಯ್ನಾ.