Galatians 6:1 — Compare Translations

7 translations compared side by side

Odia - 1840
"ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ! ଯଦି କେହି କୌଣସି ପ୍ରକାର ଅସତ୍ କାର୍ଯ୍ୟରେ ଧରା ପଡ଼େ, ତୁମ ମଧ୍ୟରୁ ଯେଉଁମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ, ସେମାନେ ତାହାକୁ ସଂଶୋଧନ କରିବା ଉଚିତ, କିନ୍ତୁ ତୁମ୍ଭେମାନେ ଏହି କାର୍ଯ୍ୟ ମୃଦୁ, ନମ୍ର ଭାବରେ କରିବା ଆବଶ୍ୟକ। ପୁଣି ସାବଧାନ, ନିଜେ ଯେପରି ସେହିଭଳି କାର୍ଯ୍ୟ କରିବାକୁ ପ୍ରଲୋଭିତ ନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଏକଆରେକର ସାହାଯ୍ୟ କର ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಕೊನ್‍ ತರ್ಬಿ ಎಕ್ಲೊ ಕಸ್ಲ್ಯಾಬಿ ಚುಕೆತ್ ಪಡಲ್ಲೊ ಗಾವ್ಲ್ಯಾರ್, ಆತ್ಮಿಕ್ ರಿತಿಚೆ ತುಮಿ ಜಾವ್ನ್ ತೆಂಕಾ ಸಮಾ ಕರುಚೆ. ಖರೆ ತುಮಿ ಶಾಂತ್ಪಾನಾನ್ ನಾತರ್ ಸಮಾಧಾನಾನ್ ತೆ ಕರುಚೆ, ಅನಿ ತುಮ್ಚ್ಯಾ ವರ್‍ತಿ ಎಕ್ ನದರ್ ರ್‍ಹಾಂವ್ದಿತ್ ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಪರಿಕ್ಷಾತ್ ಪಡ್ತಲೆ ನಕ್ಕೊ.