Galatians 6:10 — Compare Translations
7 translations compared side by side
Odia - 1840
"ତେଣୁ ଯେତବେେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁ ଯୋଗ ପାଉ, ଆମ୍ଭେ ଅବଶ୍ଯ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ବାସୀ ଅଟନ୍ତି, ସମାନଙ୍କେ ପ୍ରତି ଆମ୍ଭକୁ ବିଶଷେ ଧ୍ଯାନ ଦବୋକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେତେ ଥର ସୁଯୋଗ ପାଉଛୁ, ସବୁବେଳେ ସମସ୍ତଙ୍କର, ବିଶେଷରେ ଯେଉଁମାନେ ଆମ ବିଶ୍ୱାସୀ ପରିବାରଭୁକ୍ତ, ସେମାନଙ୍କର ମଙ୍ଗଳ କରିବା ଆମର ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾಸಾಟ್ನಿ ಬರೆ ಕರ್ತಲೊ ಅವಕಾಸ್ ಅಮ್ಕಾ ಗಾವಲ್ಲ್ಯಾ ತನ್ನಾ; ಹರಿಎಕ್ಲ್ಯಾಕ್ ಬರೆ ಕರುಚೆ ಅನಿ ಲೈ ಕರುನ್ ಅಮ್ಚ್ಯಾ ವಿಶ್ವಾಸಾತ್ ಎಕ್ ಕುಟ್ಮಾಚ್ಯಾ ಸಾರ್ಕೆ ಹೊವ್ನ್ ಹೊತ್ತ್ಯಾಕ್ನಿ ಬರೆ ಕರುಚೆ.