Galatians 6:12 — Compare Translations
7 translations compared side by side
Odia - 1840
"କେତକେ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହବୋ ପାଇଁ ବାଧ୍ଯ କରୁଛନ୍ତି। ଯିହୂଦୀମାନେ ଯେପରି ସମାନଙ୍କେୁ ଗ୍ରହଣ କରିପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସମାନଙ୍କେୁ ନିର୍ୟ୍ଯାତନା ସହିବାକୁ ହବେ, ସେଥିପାଇଁ ସମାନେେ ଭୟ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବାହ୍ୟିକ ବିଷୟରେ ଦେଖେଇ ହୁଅନ୍ତି ଓ ବଡ଼ାଇ କରନ୍ତି, ସେମାନେ ହିଁ ତୁମ୍ଭମାନଙ୍କୁ ସୁନ୍ନତ ହେବା ନିମନ୍ତେ ବାଧ୍ୟ କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ନିମନ୍ତେ ନିର୍ଯ୍ୟାତନା ଭୋଗ ନ କରିବା ଉଦ୍ଦେଶ୍ୟରେ ସେମାନେ ଏହା କରୁଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରୁଛନ୍ତି। ଯିହୂଦୀମାନେ ଯେପରି ସେମାନଙ୍କୁ ଗ୍ରହଣ କରି ପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସେମାନଙ୍କୁ ନିର୍ଯ୍ୟାତନା ସହିବାକୁ ହେବ, ସେଥିପାଇଁ ସେମାନେ ଭୟ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸುನ್ನತ್ ಕರುನ್ ಘೆವ್ಚೆ ಮನುನ್; ಉಲ್ಲಿ ಲೊಕಾ ತುಮ್ಕಾ ಜಬರ್ದಸ್ತಿ ಕರುಕ್ ಲಾಗ್ಲಾತ್, ಅಪ್ನಾಕ್ನಿ ಜುದೆವಾಂಚಿ ಲೊಕಾ ಮಾನುನ್ ಘೆಂವ್ದಿ ಮನ್ತಲಿ ತೆಂಚಿ ಆಶಾ. ಕ್ರಿಸ್ತಾಚ್ಯಾ ಕುರ್ಸಾ ವೈನಾ ಅಪ್ನಿ ತರಾಸಾಕ್ ಗಾವ್ತಾತ್ ಮನ್ತಲ್ಯಾ ಭಿಂಯಾ ವೈನಾ ತೆನಿ ಅಶೆ ಕರುಕ್ ಲಾಗ್ಲಾತ್.