Galatians 6:13 — Compare Translations
7 translations compared side by side
Odia - 1840
"ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସମାନେେ ନିଜେ ବ୍ଯବସ୍ଥା ପାଳନ କରୁ ନାହାଁନ୍ତି। କିନ୍ତୁ ସମାନେେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ଯ କରି, ସମାନେେ ଗର୍ବ କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ଵନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସୁନ୍ନତ ବିଧି ପାଳନ କରନ୍ତି, ସେମାନେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ନ ଥାନ୍ତି। ତୁମ୍ଭେମାନେ ସୁନ୍ନତ ହୁଅ ବୋଲି ସେମାନେ ଚାହୁଁଛନ୍ତି। ଏହି ଶାରୀରିକ ବିଧି ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ପ୍ରବର୍ତ୍ତାଇ ପାରିଲେ, ସେମାନେ ଗର୍ବ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସେମାନେ ନିଜେ ବ୍ୟବସ୍ଥା ପାଳନ କରୁ ନାହାନ୍ତି। କିନ୍ତୁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ୟ କରି, ସେମାନେ ଗର୍ବ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରିପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುನ್ನತ್ ಕರುನ್ ಘೆತಲೆ ಸೈತ್ ಖಾಯ್ದ್ಯಾಕ್ ಖಾಯ್ಲ್ ಹೊವ್ನ್ ಚಲಿನ್ಯಾತ್; ತೆನಿ ತುಮಿ ಸುನ್ನತ್ ಕರುನ್ ಘೆವ್ಚೆ ಮನ್ತ್ಯಾತ್, ಹ್ಯಾ ಶಾರಿರಿಕ್ ರಿತಿಕ್ ತುಮಿ ತುಮ್ಕಾಚ್ ಒಪ್ಸುನ್ ದಿಲ್ಲ್ಯಾ ವೈನಾ ಅಪ್ನಾಚೆ ಮೊಟೆಪಾನ್ ದಾಕ್ವುನ್ ಘೆವ್ ಸಾಟ್ನಿ ತೆನಿ ತಸೆ ಕರುಕ್ ಲಾಗ್ಲಾತ್.