Galatians 6:14 — Compare Translations
7 translations compared side by side
Odia - 1840
"ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କ୍ରୁଶ ହିଁ ମାରେ ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠା ରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମୃତ୍ଯୁ ଦ୍ବାରା ମାେ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ଯ ଜଗତ ପାଇଁ ମୃତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ କେବଳ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ଗର୍ବ କରୁଛି; କାରଣ ତାଙ୍କର କ୍ରୁଶ ଯୋଗୁଁ ଜଗତ ମୋ’ ନିମନ୍ତେ ମୃତ ଏବଂ ମୁଁ ଜଗତ ନିମନ୍ତେ ମୃତ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ತರ್ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಕುರ್ಸಾಚ್ಯಾ ಮೊಟೆಪಾನಾ ಶಿವಾಯ್ ದುಸ್ರೆ ಮೊಟೆಪಾನ್ ಪಾಜೆ ಹೊವ್ಕ್ ನಾ; ಕಶ್ಯಾಕ್ ಮಟ್ಲ್ಯಾರ್, ತೆಚ್ಯಾ ಕುರ್ಸಾ ವೈನಾ ಜಗ್ ಮಾಜ್ಯಾ ವಾಟ್ಯಾಕ್ ಮರ್ಲಾ ಅನಿ ಮಿಯಾ ಜಗಾಚ್ಯಾ ವಾಟ್ಯಾಕ್ ಮರ್ಲಾ.