Galatians 6:16 — Compare Translations

7 translations compared side by side

Odia - 1840
"ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସମାନଙ୍କେୁ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಅಪ್ನಾಚ್ಯಾ ಜಿವನಾತ್ ಹ್ಯೊ ನಿಯಮ್ ಪಾಳ್ತಾ ತೆಂಚ್ಯಾ ವಾಂಗ್ಡಾ ಅನಿ ಇಸ್ರಾಯೆಲಾಚ್ಯಾ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಸಮಾದಾನ್ ಅನಿ ಶಾಂತಿ ರ್‍ಹಾಂವ್ದಿತ್!