Galatians 6:17 — Compare Translations
7 translations compared side by side
Odia - 1840
"ଅତଏବ ମାେତେ ଅଧିକ କଷ୍ଟ ଦିଅ ନାହିଁ। ମାେ ଶରୀର ରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ, ମୋର ଏତିକି କହିବା କଥା, ମୋତେ କେହି ଆଉ ଦୁଃଖ ନ ଦିଅନ୍ତୁ। କାରଣ ମୋ’ ଶରୀରରେ ଯେଉଁ ସବୁ କ୍ଷତ ଚିହ୍ନ ରହିଛି, ସେଥିରୁ ପ୍ରକାଶିତ ହୁଏ ଯେ, ମୁଁ ଯୀଶୁଙ୍କର କ୍ରୀତଦାସ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମୋତେ ଅଧିକ କଷ୍ଟ ଦିଅ ନାହିଁ। ମୋ’ ଶରୀରରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁ ଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾಚ್ಯಾನ್ ಫಿಡೆ ಕೊನ್ಬಿ ಮಾಕಾ ತರಾಸಾಕ್ ಕಾರನ್ ಹೊತೆಲೆ ನಕ್ಕೊ. ಕಶ್ಯಾಕ್ ಮಟ್ಲ್ಯಾರ್, ಮಾಜ್ಯಾ ಆಂಗಾ ವರ್ತಿ ಹೊತ್ತ್ಯಾ ಮಾರಾಂಚ್ಯಾ ಕಲಿಯಾ; ಮಿಯಾ ಜೆಜುಚೊ ಸೆವಕ್ ಮನುನ್ ದಾಕ್ವುನ್ ದಿತ್ಯಾತ್.