Galatians 6:18 — Compare Translations

7 translations compared side by side

Odia - 1840
"ମାେ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ! ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ। ଆମେନ୍!
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍‍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚಿ ಕುರ್ಪಾ ತುಮ್ಚ್ಯಾ ಆತ್ಮ್ಯಾಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್. ಆಮೆನ್.