Galatians 6:2 — Compare Translations
7 translations compared side by side
Odia - 1840
"ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରସ୍ପରର ଭାର ବହନ କରିବା ନିମନ୍ତେ ସାହାଯ୍ୟ କର। ଏହା କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଆଜ୍ଞା ପାଳନ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର କର୍ତ୍ତବ୍ୟ କରିବା ସହ ପରସ୍ପରକୁ ସାହାଯ୍ୟ କର। ଏଭଳି କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତରେ ପାଳନ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
Odia IRV 2017 (ଓଡିଆ ବାଇବେଲ)
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥା ସଫଳ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾಚ್ಯಾ ಗರ್ಜೆತ್ ಮಜತ್ ಕರಾ, ಅನಿ ಅಶೆ ತುಮಿ ಕ್ರಿಸ್ತಾಚ್ಯಾ ಖಾಯ್ದ್ಯಾಕ್ ಖಾಯ್ಲ್ ಹೊವ್ನ್ ಚಲ್ತ್ಯಾಸಿ.