Galatians 6:3 — Compare Translations

7 translations compared side by side

Odia - 1840
"ଯଦି ଜଣେ ଅତି ନଗଣ୍ଯ ହାଇେଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତବେେ ସେ ନିଜକୁ ପ୍ରତାରଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗଣ୍ୟ ହୋଇ ଯେ ନିଜକୁ ବିଶିଷ୍ଟ ବୋଲି ଭାବେ, ସେ ନିଜକୁ କେବଳ ପ୍ରତାରଣା କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।
Odia IRV 2017 (ଓଡିଆ ବାଇବେଲ)
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕೊನ್‍ಬಿ ಎಕ್ಲೊ ಅಪ್ನಿ ಕಾಯ್ಬಿ ನ್ಹಯ್ ರ್‍ಹಾತಾನಾ, ಅಪ್ನಿ ಮೊಟೊ ಮನುನ್ ಚಿಂತಾ ಹೊಲ್ಯಾರ್ ತೊ ಅಪ್ನಾಕುಚ್ ಪಸ್ವುನ್ ಘೆತಾ.