Galatians 6:5 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ନିଜ ନିଜର ଦାଯିତ୍ବ ବହନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ପ୍ରତ୍ୟେକଙ୍କୁ ନିଜ ନିଜର ଭାର ବହନ କରିବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಹರ್ ಎಕ್ಲ್ಯಾನ್ಬಿ ಅಪ್ಲಿ ಜವಾಬ್ದಾರಿ ಅಪ್ನಿಚ್ ಉಕ್ಲುನ್ ಘೆವ್ಚೆ.