Galatians 6:8 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ଯ କାଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିଏ ପ୍ରାକୃତିକ ଲାଳସା କ୍ଷେତ୍ରରେ ବୀଜ ବୁଣେ, ସେ ମୃତ୍ୟୁରୂପ ଫସଲ ଅମଳ କରିବ। ଯଦି ସେ ପବିତ୍ର ଆତ୍ମାଙ୍କ କ୍ଷେତ୍ରରେ ବୁଣିବ, ତେବେ ଅନନ୍ତ ଜୀବନରୂପ ଫସଲ ଅମଳ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಚ್ಯಾ ಮಾನ್ಸಾಚ್ಯಾ ಆಶೆನ್ ಪೆರ್ಲ್ಯಾರ್; ತ್ಯಾತುರ್ನಾ ತೆನಿ ಗೊಳಾ ಕರ್ತಲೆ ಪಿಕ್ಕ್ ಮರಾನ್. ತೆನಿ ಪವಿತ್ರ್ ಆತ್ಮ್ಯಾಚ್ಯಾ ಶೆತಾತ್ ಪೆರಲ್ಲೆ ರ್ಹಾಲ್ಯಾರ್, ಪವಿತ್ರ್ ಆತ್ಮ್ಯಾಕ್ನಾ ತೆನಿ ಗೊಳಾ ಕರ್ತಲೆ ಪಿಕ್ಕ್ ಕನ್ನಾಬಿ ಮರಾನ್ ನಸಲ್ಲೆ ಜಿವನ್.