Galatians 6:9 — Compare Translations
7 translations compared side by side
Odia - 1840
"ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସତ୍କର୍ମ କରିବାରେ ଆମେ କ୍ଲାନ୍ତ ହେବା ଅନୁଚିତ। କାରଣ ସେଥିରୁ ବିରତ ନ ହେଲେ, ଯଥା ସମୟରେ ଆମେ ଫସଲ ଅମଳ କରି ପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା’ର ଫଳ ମିଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾಸಾಟ್ನಿ ಅಮಿ ಕನ್ನಾಬಿ ಬರೆ ಕರ್ತಲ್ಯಾತ್ ಹಾರುಚೆ ನ್ಹಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ಸೊಡಿನಸ್ತಾನಾ ಘಟ್ಟ್ ರ್ಹಾಲ್ಯಾರ್ ಸಮಾ ಎಳಾರ್ ಗಾವ್ಕ್ ಪಾಜೆ ಮನುನ್ ಹೊತ್ತೆ ಪಿಕ್ಕ್ ಅಮಿ ಕಾತರ್ತಾಂವ್.