Genesis 1:10 — Compare Translations
5 translations compared side by side
Odia - 1840
"ପରମେଶ୍ବର ଶୁଖିଲା ଭୂମିର ନାମ ପୃଥିବୀ ଦେଲେ। ଏବଂ ଜଳସମୁହ ଭାଗର ନାମ ଦେଲେ, ସମୁଦ୍ର। ଏହା ପରମେଶ୍ବରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ଵର ତାହା ଉତ୍ତମ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଶୁଖିଲା ଭୂମିର ନାମ “ପୃଥିବୀ” ଦେଲେ ଏବଂ ଜଳସମୂହ ଭାଗର ନାମ ଦେଲେ, “ସମୁଦ୍ର” ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।