Genesis 1:11 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ପୃଥିବୀ ତୃଣ ଓ ସଜୀବ ଶାକ, ଜୀବ ସମ୍ବଳିତ ନିଜ ନିଜ ଜାତି ଅନୁୟାଯୀ ଫଳ ଉତ୍ପନ୍ନ କରୁ, ଏହିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ପରମେଶ୍ଵର କହିଲେ, ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜସମ୍ଵଳିତ ସ୍ଵ ସ୍ଵ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷଭୂମି ଉପରେ ଉତ୍ପନ୍ନ କରୁ; ତହିଁରେ ସେପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ, ବୀଜ ସମ୍ବଳିତ ନିଜ ନିଜ ଜାତି ଅନୁଯାୟୀ ଫଳ ଉତ୍ପନ୍ନ କରୁ,”ଏହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।