Genesis 1:12 — Compare Translations
5 translations compared side by side
Odia - 1840
"ପୃଥିବୀ ତୃଣ ଓ ନିଜ ନିଜ ଜାତି ଅନୁସାରେ ଜୀବ ଉତ୍ପାଦକ ଶାକ ଓ ନିଜ ନିଜ ଜାତି ଅନୁସାରେ ସଜୀବ ଫଳ ଉତ୍ପାଦକ ବୃକ୍ଷ ଉତ୍ପନ୍ନ କଲା, ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ପୃଥିବୀ ତୃଣ ଓ ସ୍ଵ ସ୍ଵ ଜାତି ଅନୁସାରେ ବୀଜୋତ୍ପାଦକ ଶାକ ଓ ସ୍ଵ ସ୍ଵ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି ପରମେଶ୍ଵର ତାହା ଉତ୍ତମ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ତୃଣ ଓ ନିଜ ନିଜ ଜାତି ଅନୁସାରେ ବୀଜୋଉତ୍ପାଦକ ଶାକ ଓ ନିଜ ନିଜ ଜାତି ଅନୁସାରେ ସବୀଜ ଫଳଉତ୍ପାଦକ ବୃକ୍ଷ ଉତ୍ପନ୍ନ କଲା, ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।