Genesis 1:14 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର କହିଲେ, ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ତଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ଦିନ-ସୂର୍ଯ୍ୟ, ଚନ୍ଦ୍ର ଓ ତାରା ସମୂହ ଏହା ପରେ ପରମେଶ୍ୱର କହିଲେ, “ଆକାଶର ତୋରଣରେ ଜ୍ୟୋତିର୍ଗଣ ଉତ୍ପନ୍ନ ହୁଅନ୍ତୁ। ସେହି ଜ୍ୟୋତିର୍ଗଣ ରାତ୍ରିରୁ ଦିନକୁ ପୃଥକ କରିବେ। ସେହି ଜ୍ୟୋତିର୍ଗଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦେଖାଇବା ପାଇଁ ଚିହ୍ନ ରୂପେ ବ୍ୟବହୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।