Genesis 1:15 — Compare Translations
5 translations compared side by side
Odia - 1840
"ସହେି ଜାତିଗେଣ ପୃଥିବୀ ରେ ଆଲୋକ ଦବୋ ପାଇଁ ସମାନେେ ତାରଣେ ମଧିଅରେ ଥାନ୍ତୁ। ଏବଂ ଏହିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ତଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ; ତହିଁରେ ସେପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜ୍ୟୋତିର୍ଗଣ ପୃଥିବୀରେ ଆଲୋକ ଦେବା ପାଇଁ ତୋରଣ ମଧ୍ୟରେ ଥା’ନ୍ତୁ।” ଏବଂ ଏହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।