Genesis 1:16 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ଦୁଇଟି ମହାଜାତିେ ସୃଷ୍ଟି କଲେ। ପରମେଶ୍ବର ଦିନ ରେ କତ୍ତୁର୍ତ୍ବ କରିବା ପାଇଁ ବଡ଼ ଜ୍ଯୋତି ଓ ରାତ୍ରି ରେ କତ୍ତୁର୍ତ୍ବ କରିବା ପାଇଁ ସାନ ଜାତିେ ନିର୍ମାଣ କଲେ। ପରମେଶ୍ବର ତାରାଗଣଙ୍କୁ ମଧ୍ଯ ସୃଷ୍ଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ପରମେଶ୍ଵର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ, ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ଦୁଇଟି ମହାଜ୍ୟୋତି ସୃଷ୍ଟି କଲେ। ପରମେଶ୍ୱର ଦିନରେ କର୍ତ୍ତୃତ୍ୱ କରିବା ପାଇଁ ବଡ଼ ଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ସାନ ଜ୍ୟୋତି ନିର୍ମାଣ କଲେ। ପରମେଶ୍ୱର ତାରାଗଣକୁ ମଧ୍ୟ ସୃଷ୍ଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।