Genesis 1:17 — Compare Translations

5 translations compared side by side

Odia - 1840
"ପରମେଶ୍ବର ପୃଥିବୀକୁ ଆଲୋକିତ କରିବା ପାଇଁ ଆକାଶର ତୋରଣର ତାରାଗଣଙ୍କୁ ମଧ୍ଯ ସୃଷ୍ଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ଵ କରିବା ପାଇଁ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀକୁ ଆଲୋକିତ କରିବା ପାଇଁ ଆକାଶର ତୋରଣରେ ତାରାଗଣକୁ ମଧ୍ୟ ସୃଷ୍ଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,