Genesis 1:18 — Compare Translations

5 translations compared side by side

Odia - 1840
"ପରମେଶ୍ବର ଦୀପ୍ତିଗଣଙ୍କୁ ଆକାଶ ମଣ୍ଡଳ ରେ ଦିନ ଓ ରାତ୍ରିକୁ କତ୍ତୁର୍ତ୍ବ କରିବା ପାଇଁ ସ୍ଥାପନ କଲେ। ଏହି ଜାତିଗେଣ ଅନ୍ଧକାରରୁ ଆଲୋକକୁ ପୃଥକ୍ କଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୀପ୍ତିକି ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ଵର ଆକାଶମଣ୍ତଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ଵର ଏହି ସମସ୍ତ ଉତ୍ତମ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦୀପ୍ତିଗଣକୁ ଆକାଶ ମଣ୍ଡଳରେ ଦିନ ଓ ରାତ୍ରିକୁ କର୍ତ୍ତୃତ୍ୱ କରିବା ପାଇଁ ସ୍ଥାପନ କଲେ। ଏହି ଜ୍ୟୋତିର୍ଗଣ ଅନ୍ଧକାରରୁ ଆଲୋକକୁ ପୃଥକ କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।