Genesis 1:2 — Compare Translations

5 translations compared side by side

Odia - 1840
"ପୃଥିବୀ ସେତବେେଳେ ସଂପୂରନ୍ଭାବେ ଶୂନ୍ଯ ଓ କିଛି ନଥିଲା। ଜଳଭାଗ ଉପରେ ଅନ୍ଧକାର ଘାଡ଼ଇେେ ରଖିଥିଲା ଏବଂ ପରମେଶ୍ବରଙ୍କର ଆତ୍ମା ଜଳଭାଗ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ସେତେବେଳେ ସମ୍ପୂର୍ଣ୍ଣଭାବେ ଶୂନ୍ୟ ଓ କିଛି ନ ଥିଲା। ଜଳଭାଗ ଉପରେ ଅନ୍ଧକାର ଘୋଡ଼େଇ ରଖିଥିଲା ଏବଂ ପରମେଶ୍ୱରଙ୍କର ଆତ୍ମା ଜଳଭାଗ ଉପରେ ବ୍ୟାପ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।