Genesis 1:20 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର କହିଲେ, ଜଳ ଜୀବିତ ପ୍ରାଣୀ ରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତାରଣେ ତଳେ ଉଡ଼ନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ପରମେଶ୍ଵର କହିଲେ, ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ତଳରେ ପକ୍ଷୀଗଣ ଉଡ଼ନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପଞ୍ଚମ ଦିନ-ମାଛ ଏବଂ ପକ୍ଷୀଗଣ ଏହା ପରେ ପରମେଶ୍ୱର କହିଲେ, “ଜଳ ଜୀବିତ ପ୍ରାଣୀରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତୋରଣ ତଳେ ଉଡ଼ନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”