Genesis 1:21 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ନିଜ ନିଜ ଜାତି ପ୍ରକା ରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ ଯେଉଁମାନେ ସମୁଦ୍ର ରେ ରହନ୍ତି। ପରମେଶ୍ବର ଆକାଶ ରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ବର ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ଵ ସ୍ଵ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ଵ ସ୍ଵ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ । ପରମେଶ୍ଵର ଏହି ସମସ୍ତ ଉତ୍ତମ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ନିଜ ନିଜ ଜାତି ପ୍ରକାରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ, ଯେଉଁମାନେ ସମୁଦ୍ରରେ ରହନ୍ତି। ପରମେଶ୍ୱର ଆକାଶରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।