Genesis 1:22 — Compare Translations

5 translations compared side by side

Odia - 1840
"ପରମେଶ୍ବର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁବଂଶ ହାଇେ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀ ରେ ପକ୍ଷୀଗଣ ବହୁସଂଖ୍ଯକ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କରି କହିଲେ, ପ୍ରଜାବ; ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, ବହୁବଂଶ ହୋଇ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”