Genesis 1:23 — Compare Translations
5 translations compared side by side
Odia - 1840
"ସଂନ୍ଧ୍ଯା ହେଲା, ଏହା ପରେ ସକାଳ ହେଲା ଏବଂ ଏହା ପଞ୍ଚମ ଦିନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ହେଲା, ଏହା ପରେ ସକାଳ ହେଲା ଏବଂ ଏହା ପଞ୍ଚମ ଦିନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।