Genesis 1:24 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର କହିଲେ, ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ ରଣେୀ ଅନୁସାରେ ବନ୍ଯଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ। ଏହାପରେ ସହେିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର କହିଲେ, ପୃଥିବୀରେ ସ୍ଵ ସ୍ଵ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ଵ ସ୍ଵ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ; ତହିଁରେ ସେପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଷଷ୍ଠ ଦିନ-ସ୍ଥଳଚର ପ୍ରାଣୀ ଓ ମନୁଷ୍ୟ ଏହା ପରେ ପରମେଶ୍ୱର କହିଲେ, “ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ରେଣୀ ଅନୁସାରେ ବନ୍ୟଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ।” ଏହା ପରେ ସେହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।