Genesis 1:26 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ ଏବଂ ପ୍ରତ୍ୟେକ ଭୂଚର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
Odia IRV 2017 (ଓଡିଆ ବାଇବେଲ)