Genesis 1:27 — Compare Translations
5 translations compared side by side
Odia - 1840
"ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର, ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ। ପରମେଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।