Genesis 1:29 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜ ଉତ୍ପାଦକ ଗଛ ଦେଉଛି ଏବଂ ପ୍ରେତ୍ୟକକ ଗଛ ଯାହାର ଫଳ ମଧିଅରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆହୁରି କହିଲେ, ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।