Genesis 1:3 — Compare Translations
5 translations compared side by side
Odia - 1840
"ଉପରେ ବ୍ଯାପ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର କହିଲେ, ଦୀପ୍ତି ହେଉ; ତହିଁରେ ଦୀପ୍ତି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଦିନ-ଆଲୋକ ଏହା ପରେ ପରମେଶ୍ୱର କହିଲେ, “ଆଲୋକିତ ହେଉ!” ତହିଁରେ ଆଲୋକିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।