Genesis 1:30 — Compare Translations

5 translations compared side by side

Odia - 1840
"ସମସ୍ତ ଚ଼ାରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦଲେି, ଆକାଶ ରେ ଉଡ଼ୁଥିବା ପ୍ରେତ୍ୟକକ ପକ୍ଷୀ, ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ଏବଂ ପ୍ରେତ୍ୟକକ ଜୀବନ୍ତ ଏବଂ ନିଶ୍ବାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦଲେି। ଏବଂ ଏହିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ; ତହିଁରେ ସେପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଗ୍ଭରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦେଲି, ଆକାଶରେ ଉଡ଼ୁଥିବା ପ୍ରତ୍ୟେକ ପକ୍ଷୀ, ପ୍ରତ୍ୟେକ ଭୂଚର ପ୍ରାଣୀ ଏବଂ ପ୍ରତ୍ୟେକ ଜୀବନ୍ତ ଏବଂ ନିଶ୍ୱାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦେଲି।” ଏବଂ ଏହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।