Genesis 1:31 — Compare Translations
5 translations compared side by side
Odia - 1840
"ପରମେଶ୍ବର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ । ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା। ଏହା ପରେ ସନ୍ଧ୍ୟା ଓ ତା’ପରେ ସକାଳ ହେଲା। ଏହା ଷଷ୍ଠ ଦିବସ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।