Genesis 1:4 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହାପ ରେ ପରମେଶ୍ବର ଆଲୋକକୁ ଅନ୍ଧକାରରୁ ଅଲଗା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵର ଦୀପ୍ତିକି ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ଵର ଅନ୍ଧକାରରୁ ଦୀପ୍ତିକି ଭିନ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆଲୋକକୁ ଦେଖିଲେ ଏବଂ ସେ ଜାଣିଲେ, ତାହା ଉତ୍ତମ, ଏହା ପରେ ପରମେଶ୍ୱର ଆଲୋକକୁ ଅନ୍ଧକାରରୁ ଅଲଗା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।