Genesis 1:5 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ଆଲୋକର ନାମ ଦେଲେ ଦିନ ଏବଂ ଅନ୍ଧକାରର ନାମ ଦେଲେ ରାତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ । ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ଆଲୋକର ନାମ ଦେଲେ “ଦିନ” ଏବଂ ଅନ୍ଧକାରର ନାମ ଦେଲେ “ରାତି।” ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହେଲା। ଏହା ପ୍ରଥମ ଦିନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।