Genesis 1:6 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର କହିଲେ, ଜଳ ମଧିଅରେ ବୃହତ ଗମ୍ବୁଜ ଜାତ ହାଇେ ଜଳକୁ ଦୁଇଭାଗ କରୁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର କହିଲେ, ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ଦିନ-ଆକାଶ ଏହା ପରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ବୃହତ ଗମ୍ବୁଜ ଜାତ ହୋଇ ଜଳକୁ ଦୁଇଭାଗ କରୁ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”