Genesis 1:7 — Compare Translations
5 translations compared side by side
Odia - 1840
"ଏହିପରି ପରମେଶ୍ବର ତାରଣେ ନିର୍ମାଣ କଲେ ଏବଂ ତାଣେ ଉପର ଜଳଠାରୁ ତାରଣେ ତଳ ଜଳକୁ ଅଲଗା କଲେ। ତହିଁରେ ସହେିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପରମେଶ୍ଵର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ଵସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ପରମେଶ୍ୱର ତୋରଣ ନିର୍ମାଣ କଲେ ଏବଂ ତୋରଣ ଉପର ଜଳଠାରୁ ତୋରଣ ତଳ ଜଳକୁ ଅଲଗା କଲେ। ତହିଁରେ ସେହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।