Genesis 1:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ତାରଣେ ନାମ ଦେଲେ ଆକାଶ ତା'ପରେ ସଠାେ ରେ ପ୍ରଭାତ ଏବଂ ସଠାେରେ ସୁର୍ୟ୍ଯାସ୍ତ ହେଲା। ଏବଂ ଏହା ଦି୍ବତୀଯ ଦିନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵର ସେହି ଶୂନ୍ୟର ନାମ ଆକାଶମଣ୍ତଳ ଦେଲେ । ପୁଣି ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ଵିତୀୟ ଦିବସ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ତୋରଣର ନାମ ଦେଲେ “ଆକାଶ” ତା’ପରେ ସେଠାରେ ପ୍ରଭାତ ଏବଂ ସୂର୍ଯ୍ୟାସ୍ତ ହେଲା। ଏବଂ ଏହା ଦ୍ୱିତୀୟ ଦିନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।